ଆଉ ଏକ ରେକର୍ଡ କଲେ ପ୍ରିୟଙ୍କା: ଇନ୍‌ଷ୍ଟାଗ୍ରାମ୍‌ରେ ସବୁଠୁ ଅଧିକ ଫଲୋଅର୍ସ

ବଲିଉଡ୍‌ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କେବଳ ବଲିଉଡ୍‌ରେ ନୁହନ୍ତି, ହଲିଉଡ୍‌ରେ ମଧ୍ୟ ବେଶ୍‌ ଲୋକପ୍ରିୟ। ଏବେ ତାଙ୍କୁ ଆଉ ଏକ ସଫଳତା ମିଳିଛି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମ୍‌ରେ ସବୁଠାରୁ ଅଧିକ ଫଲୋଅର୍ସ ଥିବା ଅଭିନେତ୍ରୀ ହେଉଛନ୍ତି ପ୍ରିୟଙ୍କା। ମାତ୍ର ସବୁଠାରୁ ଅଧିକ ଫଲୋ କରାଯାଇଥିବା ଭାରତୀୟ ଭାବେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ପ୍ରଥମ ସ୍ଥାନରେ ରହିଛନ୍ତି କ୍ରିକେଟର ବିରାଟ କୋହଲି। ପ୍ରିୟଙ୍କାଙ୍କ ଇନ୍‌ଷ୍ଟ୍ରାଗ୍ରାମ୍‌ ୫ କୋଟି ଫଲୋଅର୍ସ ପାର କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri