CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ ହେବା ସଂଖ୍ୟା ୩୪ରେ ପହଞ୍ଚିଛି। ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ହେଲେ ସୁନ୍ଦରଗଡ ଜିଲା(ରାଉରକେଲା)ର। ଏହା ପୂର୍ବର ଏହି ଜିଲାର ଅନ୍ୟ ୨ ଆକ୍ରାନ୍ତ ସୁସ୍ଥ ହୋଇଥିଲୋ ସୂଚନାଯୋଗ୍ୟ ଏବେ ସୁନ୍ଦରଗଡ ଜିଲାର ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ
ରାଜ୍ୟର ୫ ଜିଲା କରୋନା ମୁକ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri