ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ନୂଆଦିଲ୍ଲୀ,୪ା୪: ସମୀର ରିଜ୍ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍ଆଇ)କୁ ୬ ଉଇକେଟରେ ପରାସ୍ତ…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
କିଭ୍,୪ା୪: ୟୁକ୍ରେନ୍ର ନିକୋପୋଲ୍ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ନାଶିକ୍,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…