Posted inଫୁରସତ

ଆଉ ଦେଖିବାକୁ ମିଳିବନି ଲାଲ୍‌ରଙ୍ଗର ସେଓ

ସାଧାରଣତଃ ବଜାରରେ ଲାଲ୍‌ରଙ୍ଗର ସେଓ ଅଧିକ ମାତ୍ରାରେ ଦେଖିବାକୁ ମିଳିଥାଏ। ମାତ୍ର ଏବେ ଆଉ ଏହି ସେଓ ଦେଖିବାକୁ ମିଳିବନି। ଏଥିପାଇଁ ପରିବର୍ତ୍ତିତ ଜଳବାୟୁ ହିଁ ଦାୟୀ ବୋଲି ବୈଜ୍ଞାନିକମାନେ କହୁଛନ୍ତି। ଆଜିକାଲି ବଜାରରେ ଯେଉଁ ସେଓ ଦେଖିବାକୁ ମିଳୁଛି ଏହା ମଧ୍ୟଏସିଆର କାଜାକିସ୍ତାନର ପାହାଡ଼ିଆ ଅଞ୍ଚଳରେ ଚାଷ ହୋଇଥାଏ। କାଜାକିସ୍ତାନ ଏହାକୁ ଚାଇନାର ପାହାଡ଼ ସୀମାରୁ ଆଣି ଲଗାଇଥାଏ। କିନ୍ତୁ ଜଙ୍ଗଲରୁ ଲାଲ୍‌ରଙ୍ଗର ସେଓ ଉଭାନ ହେବାକୁ ବସିଛି। ପ୍ରାୟ ୯୦ ପ୍ରତିଶତ ଲାଲ୍‌ରଙ୍ଗର ସେଓ ଲୋପ ପାଇଗଲାଣି। ଏବେ ନୂଆ ନୂଆ କିସମର ସେଓ ଚାରା ଲଗାଯାଉଛି। ଫଳରେ ଲାଲରଙ୍ଗର ସେଓ ମୂଳପୋଛ ହେବାକୁ ବସିଛି।

କାଜାକିସ୍ତାନ ଜଙ୍ଗଲରେ ଯେଉଁ ସେଓଗଛ ମନକୁ ଉଠୁଛି ତାହା ହଳଦିଆ ରଙ୍ଗର ହେଉଛି।
ନ୍ୟୁଜିଲାଣ୍ଡର ଡେଭିଡ୍‌ ଚେଗ୍ନ କୁହନ୍ତି, ଏନ୍‌ଜାଇମ୍‌ ମିଶାଇ କୌଣସି ସେଓ ରଙ୍ଗ ନିର୍ଦ୍ଧାରିତ କରାଯାଉଛି। କୌଣସି ସେଓରେ ଏନ୍‌ଜାଇମ୍‌ର ନିୟନ୍ତ୍ରଣ ସ୍ବତନ୍ତ୍ର କିସମର ପ୍ରୋଟିନ୍‌ ପ୍ରସ୍ତୁତ କରିଥାଏ। ବୈଜ୍ଞାନିକମାନେ ଏହାକୁ MYB 10 ନାମ ଦେଇଛନ୍ତି। ଏହାର ମାତ୍ରା ଯେତେ ଅଧିକ ହେବ ସେଓର ରଙ୍ଗ ସେତେ ଲାଲ୍‌ ହେବ। ତେଣୁ ସେଓର ରଙ୍ଗ ସମ୍ପୂର୍ଣ୍ଣ ନିର୍ଭର କରିଥାଏ ତାପମାତ୍ରା ଉପରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri