CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଜିଲାର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri