Posted inଜାତୀୟ

ଆଉ ୩ ମାସ ଅଟକ ରହିବେ ମେହବୁବା

ନୂଆଦିଲ୍ଲୀ, ୬ା୫: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତିଙ୍କୁ ପିଏସ୍‌ଏ ଅନୁଯାୟୀ ଅଟକ ରଖାଯାଇଥିବା ବେଳେ ମଙ୍ଗଳବାର ଏହାକୁ ଆଉ ୩ ମାସ ବୃଦ୍ଧି କରାଯାଇଛି। ଶ୍ରୀନଗର ଜିଲା ମାଜିଷ୍ଟ୍ରେଟ ମଙ୍ଗଳବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ପଦକ୍ଷେପକୁ ଜମ୍ମୁ-କଶ୍ମୀରର ଏନ୍‌ସି ନେତା ଓମାର ଅବ୍‌ଦୁଲ୍ଲା ସମାଲୋଚନା କରିଛନ୍ତି। ସ୍ଥିତି ସାମାନ୍ୟ ଥିବାବେଳେ ମୋଦି ସରକାର ଜାଣିଶୁଣି ଜମ୍ମୁ-କଶ୍ମୀରକୁ ଦଶନ୍ଧି ତଳକୁ ନେବା ଲାଗି ପ୍ରୟାସ କରୁଛନ୍ତି ବୋଲି ଓମାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri