ଆଉ ୫ ବର୍ଷ ଆକ୍ସନ ଫିଲ୍ମ କରିବେ ଖୀଲାଡି ହିରୋ

ରୋହିତ ଶେଟ୍ଟୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଏଥିରେ ଖୀଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କୁ ଆକ୍ସନ ଅବତାରରେ ଦେଖିବାକୁ ମିଳୁଛି। ଫିଲ୍ମରେ ବହୁତ କମ୍‌ ବିଏଫ୍‌ଏକ୍ସର ବ୍ୟବହାର ହୋଇଥିବା ବେଳେ ନିଜେ ଅକ୍ଷୟ ଅଧିକାଂଶ ଷ୍ଟଣ୍ଟ ଦୃଶ୍ୟ କରିଛନ୍ତି। ଏ କଥା ନିଜେ ଅକ୍ଷୟ ଏବଂ ରୋହିତ କହିଛନ୍ତି। ଏହି ଫିଲ୍ମରେ କରିଥିବା ଷ୍ଟଣ୍ଟ ଦୃଶ୍ୟ ୨୦/୩୦ ବର୍ଷ ପୂର୍ବରୁ ମଧ୍ୟ ଅକ୍ଷୟ କରିସାରିଛନ୍ତି। ଏକ ସାକ୍ଷାତକାରେ ନିଜେ ସେ ଏହା କହିଛନ୍ତି। ଆହୁରି ମଧ୍ୟ ସେ କୁହନ୍ତି, ଷ୍ଟଣ୍ଟ କରିବା ତାଙ୍କର ପସନ୍ଦ। ଆଗକୁ ଆଉ ୪/୫ ବର୍ଷ ସେ ଏପରି କରିପାରିବେ। ମାତ୍ରାଧିକ ବୟସ ଯୋଗୁ ଆଗକୁ ସେ ଆଉ ଆକ୍ସନ କରିପାରିବେ ନାହିଁ ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri