ନୂଆଦିଲ୍ଲୀ,୨୧-୩: ଶୁକ୍ରବାର ରେଲଓ୍ବେ ଆଉ ୯୦ ଟ୍ରେନ ବାତିଲ କରିଛି। ଏଗୁଡିକ ମାର୍ଚ୍ଚ ୨୦ରୁ ୩୧ ଯାଏ ଚଳାଚଳ କରିବ ନାହିଁ। କରୋନା ପ୍ରଭାବରୁ ଯାତ୍ରୀ କମିବା ଯୋଗୁ ରେଳପଥ ପକ୍ଷରୁ ଏଭଳି ନିଷ୍ପତ୍ତି ହୋଇଛି। ଶୁକ୍ରବାରର ବାତିଲ ହୋଇଥିବା ଟ୍ରେନକୁ ସାମିଲ କଲେ ଏବେ ଯାଏ ୨୪୫ ଟ୍ରେନ ବାତିଲ କରାଯାଇଛି। ଗୁରୁବାର ୮୪ ଟ୍ରେନ ବାତିଲ କରାଯାଇଥିଲା। କୋଭିଡ-୧୯ ଯୋଗୁ ପୂର୍ବରୁ ୧୫୫ ଟ୍ରେନ ବାତିଲ ହୋଇଛି। ଯେଉଁ ଲୋକମାନେ ଏଥିରେ ଟିକେଟ କରିଛନ୍ତି ସେମାନଙ୍କୁ ବ୍ୟକ୍ତିଗତ ଭାବେ ବାତିଲ ସମ୍ପର୍କୀତ ସୂଚନା ଦିଆଯାଇଛି। ଏହି ଟ୍ରେନଗୁଡିକ ଲାଗି କୌଣସି କ୍ୟାନସେଲେଶନ ଫି ନିଆଯାଉନାହିଁ। ଗ୍ରାହକଙ୍କୁ ଶତପ୍ରତିଶତ ରିଫଣ୍ଡ ଦିଆଯାଉଥିବା ରେଲଓ୍ବେର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। କରୋନା ନେଇ ସତର୍କତା ଅବଲମ୍ବନ କରିବାକୁ ରେଲଓ୍ବେ ପକ୍ଷରୁ ଏହାର ଜୋନ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଜାରି କରାଯାଇଛି। ରେଲଓ୍ବେର ଖାଦ୍ୟ ପରିଚାଳନା ବିଭାରେ ମଧ୍ୟ ଏ ସଂକ୍ରାନ୍ତ ସତର୍କତାକୁ ସୁନିଶ୍ଚିତ କରିବା ଲାଗି କୁହାଯାଇଛି।
ଡିଜିଟାଲ୍ ଯୁଗରେ ବି କ୍ୟାଶ୍ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା
ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…
ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…
ମହଙ୍ଗା ହେଲା ସିଗାରେଟ୍: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…
ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ
ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…
ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…
ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…
ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…
ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI
ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…
PM Kisan: ଆସିଲା ବଡ଼ ଅପଡେଟ୍: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା…
ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍ଶୀଘ୍ର…
Archives

