ଆକାଂକ୍ଷା ପକ୍ଷରୁ ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସବଡିଭିଜନରେ ବିଦ୍ୟୁତ ପରିଚାଳନା ଦାୟିତ୍ୱରେ ଥିବା ଆକାଂକ୍ଷା ପାୱାର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଆକାଂକ୍ଷାର ପରିଚାଳନା ନିର୍ଦ୍ଦେଶକ ବିପିନ ଦାସ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌-୧୯ରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପ୍ରକଳ୍ପ ଲିଡର ସୁଶୀଲ ସାମଲ ସୋମବାର ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ଭେଟି ତାଙ୍କ ଜରିଆରେ ୭୫ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ ା ମନ୍ତ୍ରୀ ପାଣିଗ୍ରହୀ ଆକାଂକ୍ଷା ଅଧିକାରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଶୋକ ଦାସମହାପାତ୍ର, ନୟାଖଣ୍ଡି ସମିତିସଭ୍ୟ ମାନସ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?