Posted inଜାତୀୟ

ଆକାଶମାର୍ଗରେ ବି କଟକଣା ଜାରି କଲା ପାକ୍‌

ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୧୧ ରୁଟ୍‌ ମଧ୍ୟରୁ ୩ଟିକୁ ପଡ଼ୋଶୀ ଦେଶ ବନ୍ଦ କରିଦେଇଛି। ଫଳରେ ଏହି ରୁଟ୍‌ ଦେଇ ଭାରତର କୌଣସି ବିମାନ ଉଡ଼ାଣ କରିପାରିବ ନାହିଁ। ତେବେ ଏହାଦ୍ୱାରା ଭାରତର ବିମାନ ଚଳାଚଳ ପ୍ରଭାବିତ ହେବନାହିଁ ବୋଲି ଏୟାର ଇଣ୍ଡିଆ ପକ୍ଷରୁ ବୁଧବାର ଏକ ବିବୃତିରେ କୁହାଯାଇଛି। ଆତଙ୍କବାଦୀ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ୍‌ ସିକ୍ୟୁରିଟି (ବିଏସିଏସ) ପକ୍ଷରୁ ସମସ୍ତ ରାଜ୍ୟ ସରକାର ଓ ଘରୋଇ ବିମାନବନ୍ଦର ଅପରେଟରମାନଙ୍କୁ ଏକ ଆଡ୍‌ଭାଇଜୋରି ଜାରି କରି ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri