ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ ନାରାୟଣ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ପ୍ରଥମ ଥର ଦୋଷୀ ସାବ୍ୟସ୍ତ ହୋଇଥିବାରୁ ୩ ପି.ଓ ଆକ୍ଟରେ ଛଡ଼ାଯାଇଛି।
୨୦୧୫ ଜୁନ ୧୩ରେ ଜିଉରା ଗ୍ରାମର ଘନ ସାହୁ ଶାଗ ବିକ୍ରି କରି ଘରକୁ ଫେରୁଥିବା ବେଳେ ନାରାୟଣ ତାଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ନଂ. ୮୬/୧୫ରେ ମାମଲା ରୁଜୁ କରି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ପୋଲିସ ଅଧିକାରୀ ପ୍ରମୋଦ କୁମାର ଜେନା ଚାର୍ଜସିଟ ପ୍ରଦାନ କରିଥିଲେ। ୧୦ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ଆବଶ୍ୟକ ପ୍ରମାଣ ପତ୍ର ମିଳିବାରୁ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ସତ୍ୟନାରାୟଣ ରଥ ଓ ଦୀପକ କୁମାର ସେଠୀ ପରିଚାଳନା କରିଥିଲେ।
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!
ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…
କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା
ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…
ଭାରତରେ କିଏ ସ୍ଥିର କରେ ଚିନି ଦାମ୍? ସରକାର ନା କୃଷକ, ଜାଣନ୍ତୁ…
ନୂଆଦିଲ୍ଲୀ,୨୩ା୮: ଚା’ କପ୍ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…
୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା
ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…
ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ
ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…
ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ
ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
Archives

