ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଉଛି। ଏହାସତ୍ତ୍ୱେ ଅନେକ ଲୋକ ଏହାକୁ ମାନୁ ନାହାନ୍ତି। କୌଣସି କାମ ନ ଥାଇ ଗାଡ଼ିଧରି ରାସ୍ତାରେ ବୁଲୁଛନ୍ତି। ଏହିଭଳି ଲୋକଙ୍କ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ପୁରୀ ପୋଲିସ। ବାହାରେ ବୁଲୁଥିବା ଲୋକଙ୍କ ଗାଡ଼ି ଜବତ କରିଛି। ସେହିପରି ସାମାଜିକ ଦୂରତା ରକ୍ଷା କରୁ ନ ଥିବା ବ୍ୟବସାୟୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ମଙ୍ଗଳବାର ମଧ୍ୟାହ୍ନ ସୁଧା ପୁରୀ ପୋଲିସ ପ୍ରାୟ ୪୦ଟି ଗାଡ଼ି ଜବତ କରିଛି। ବଡ଼ଦାଣ୍ଡରୁ ଅଧିକାଂଶ ବାଇକ ଜବତ କରାଯାଇଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ବଖାଣିଲେ ମାନୁଷୀ ଛିଲ୍ଲର: ମୋତେ ବି ୨ଥର….

ନିଟ୍‌ ପେପର ଲିକ ପ୍ରସଙ୍ଗ ବିରୋଧରେ ଚାଲିଥିବା ଛାତ୍ର ପ୍ରତିବାଦକୁ ଅଭିନେତ୍ରୀ ମାନୁଷୀ ଛିଲ୍ଲର ମଧ୍ୟ ସମର୍ଥନ କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏ ବିଷୟରେ…

ଗୀତାଞ୍ଜଳୀଙ୍କୁ କେମିତି ଭେଟିଥିଲେ ସୋନମ ଓ଼୍ବାଙ୍ଗଚୁକ୍‌, ଜାଣନ୍ତୁ ତାଙ୍କର ଲଭ୍‌ଷ୍ଟୋରୀ…

ନୂଆଦିଲ୍ଲୀ,୨୪ା୭: କ୍ଲାଇମେଟ୍ ଆକ୍ଟିଭିଷ୍ଟ ସୋନମ୍ ୱାଙ୍ଗଚୁକ୍ ଏବଂ ତାଙ୍କ ପତ୍ନୀ, ଶିକ୍ଷାବିତ୍ ସୋସିଆଲ୍ ଏଣ୍ଟରପ୍ରେନ୍ୟୋର୍ ଗୀତାଞ୍ଜଳି ଜେ. ଆଙ୍ଗମୋଙ୍କ ପ୍ରେମ କାହାଣୀ। brut ଅନୁଯାୟୀ, ସେମାନଙ୍କର ପ୍ରଥମ…

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

ଜଣେ ବରକୁ, ୩ କନ୍ୟା: କ୍ୟାମେରାମ୍ୟାନ୍‌ଙ୍କୁ ବିବାହ କଲେ ୩ YouTuber ଭଉଣୀ

ଆମରୋହା,୨୪।୭: ଉତ୍ତର ପ୍ରଦେଶର ଆମରୋହା ଜିଲାର ହସନପୁର ପୋଲିସ ଷ୍ଟେଶନ ଅଞ୍ଚଳରେ ତିନି ଭଉଣୀ ଜଣେ ଯୁବକଙ୍କୁ ବିବାହ କରିଛନ୍ତି। ଏହି ତିନି ଭଉଣୀ ହେଉଛନ୍ତି YouTuber…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଆଉ ଧର୍ମେନ୍ଦ୍ରଙ୍କ ଇସ୍ତଫା ମାଗିବନି CJP? ଅଭିଜିତ କଲେ ଚମକାଇଲା ଭଳି ଖୁଲାସା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍‌କୁ ନେଇ ଚାଲିଥିବା ବିବାଦ ମଧ୍ୟରେ CJP (କକରୋଚ ଜନତା ପାର୍ଟି) ନିଜର ଧାରଣା-ପ୍ରଦର୍ଶନ ଶେଷ କରିବ କି ନାହିଁ, ସେ ନେଇ…

ରାଜ୍ୟ ସଭାରେ ‘ବନ୍ଦେ ମାତରମ’ ବିଲ୍ ଆଗତ କଲେ ସରକାର, ଜାତୀୟ ସଙ୍ଗୀତକୁ ଅପମାନ କଲେ…

ନୂଆଦିଲ୍ଲୀ,୨୪ା୭: ଗୃହରେ ହଟ୍ଟଗୋଳ ପରେ, ରାଜ୍ୟ ସଭାର କାର୍ଯ୍ୟ ଅପରାହ୍ନ ୨ଟାରେ ପୁଣି ଆରମ୍ଭ ହୋଇଥିଲା। ଏହାପରେ ‘ବନ୍ଦେ ମାତରମ୍’ର ସମ୍ମାନ ସମ୍ପର୍କରେ ସଂସଦର ଉଚ୍ଚ ସଦନ…

NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର, ପୁରୁଷବନ୍ଧୁଙ୍କୁ ବନ୍ଧୁଙ୍କୁ ମାଡ଼ ମାରି ବୁଦାରେ ଫିଙ୍ଗିଦେଲେ

ନୂଆଦିଲ୍ଲୀ,୨୪ା୭: ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶ ସୀମାନ୍ତରେ ଅବସ୍ଥିତ ଏକ ପବିତ୍ର ସହର ଚିତ୍ରକୂଟର ଦେବାଙ୍ଗନା ଉପତ୍ୟକା ଅଞ୍ଚଳରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ମଧ୍ୟପ୍ରଦେଶର ସତନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri