ଆଖଣ୍ଡଳମଣି ପୀଠରେ ଭକ୍ତଙ୍କ ଭିଡ଼

ଆରଡ଼ି,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିି ଉତ୍ସବମୁଖର ହୋଇଉଠିଛି। ଶ୍ରଦ୍ଧାଳୁମାନେ ରାତିରୁ ଲମ୍ବାଧାଡ଼ିରେ ଆସି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶିବରାତ୍ରିରେ ବାବାଙ୍କୁ ଦର୍ଶନ କଲେ କୋଟିଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ବାସ ରହିଛି । ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ାସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଆରଡ଼ି ଫାଣ୍ଡି ଅଧିକାରୀ ସୂଚନା ଦେଇଛନ୍ତି । ସେହିପରି ମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତମାନେ ଯେପରି ସୁରୁଖୁରୁରେ ପ୍ରଭୁଙ୍କୁ ଦର୍ଶନ କରିପାରିବେ ତାହାର ବ୍ୟବସ୍ଥା କରାଯାଇଥିବା ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ ସୂଚନା ଦେଇଛନ୍ତି। ସେବାୟତମାନେ ମଧ୍ୟ ବାବାଙ୍କର ସେବାକାର୍ଯ୍ୟ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri