ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର ଇଣ୍ଟର-ସର୍ଭିସେସ୍‌ ପବ୍ଲିକ୍‌ ରିଲେସନ୍ସ (ଆଇଏସ୍‌ପିଆର) ମହାନିର୍ଦ୍ଦେଶକ ମେଜର ଜେନେରାଲ ଆସିଫ୍‌ ଗଫୁର ଏକ ଟୁଇଟ୍‌ରେ କହିଛନ୍ତି, ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ସାମରିକ କାର୍ଯ୍ୟାନୁଷ୍ଠାନ ନେବା ସଂକ୍ରାନ୍ତ ଭାରତୀୟ ସେନାମୁଖ୍ୟଙ୍କ ମନ୍ତବ୍ୟ ନୂଆ କଥା ନୁହେଁ। ଭାରତରେ ଆଭ୍ୟନ୍ତରୀଣ ସଙ୍କଟ ଲାଗିରହିଥିବାବେଳେ ସେଥିରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏପରି ମନ୍ତବ୍ୟ ଦିଆଯାଇଛି। ସୀମା ଲଂଘିଲେ ଜବାବ ଦେବା ପାଇଁ ପାକିସ୍ତାନୀ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri