Posted inଜାତୀୟ

ଆଜମ୍‌ ଖାନ୍‌ଙ୍କ ମନ୍ତବ୍ୟ ଦେଶ ପାଇଁ ଲଜ୍ଜାଜନକ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଶୁକ୍ରବାର ଗୃହ ଆରମ୍ଭ ହେବା କ୍ଷଣି ମହିଳା ଏମ୍‌ମାନେ ଆଜମ୍‌ଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି, ଆଜମ୍‌ ଖାନ୍‌ଙ୍କ ମନ୍ତବ୍ୟ ଦେଶ ପାଇଁ ଲଜ୍ଜାଜନକ। ତାଙ୍କୁ ଗୃହରେ ଭୁଲ ମାଗିବା ଉଚିତ୍‌ ବୋଲି ସେ କହିଛନ୍ତି ସୂଚନାଯୋଗ୍ୟ, ଗୁରୁବାର ବାଚସ୍ପତି ଓମ ବିର୍ଲାଙ୍କ ଅନୁପସ୍ଥିତିରେ ଭାଜପା ଏମ୍‌ପି ରମା ଦେବୀ ଗୃହକାର୍ଯ୍ୟ ପରିଚାଳନା କରୁଥିଲାବେଳେ ଟ୍ରିପଲ ତଲାକ ବିଲ୍‌କୁ ନେଇ ଚାଲିଥିବା ଆଲୋଚନା ସମୟରେ ଆଜମ କହିଥିଲେ, ରମା ଦେବୀ, ଆପଣ ମୋତେ ଏତେ ଭଲ ଲାଗନ୍ତି ଯେ ମୁଁ ଆପଣଙ୍କ ଆଖିରେ ଆଖି ମିଶାଇ କଥା ହେବାକୁ ଚାହେଁ। ଏହାକୁ ନେଇ ସଂସଦରେ ହଙ୍ଗାମା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri