ଆଜିଠାରୁ ଗଡ଼ିବ ୨୦୦ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୧।୬: ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ନେଇ ରବିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ପ୍ରଥମ ଦିନରେ ଏହି ଟ୍ରେନ୍‌ଗୁଡ଼ିକରେ ୧.୪୫ ଲକ୍ଷ ଯାତ୍ରୀ ଯାତ୍ରା କରିବା ନେଇ ଯୋଜନା ଧାର୍ଯ୍ୟ ହୋଇଛି। ଜୁନ୍‌ ପହିଲାଠାରୁ ୩୦ ତାରିଖ ଯାଏ ୨୬ ଲକ୍ଷ ଯାତ୍ରୀ ଟ୍ରେନ୍‌ ଯାତ୍ରା ଲାଗି ଆଗୁଆ ଟିକେଟ ସଂରକ୍ଷିତ କରିଛନ୍ତି। ମେ ୧୨ଠାରୁ ସରକାର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଏବଂ ୩୦ ସ୍ବତନ୍ତ୍ର ଏସି ଟ୍ରେନ୍‌ ଚଳାଚଳ ନେଇ ବ୍ୟବସ୍ଥା କରିଛନ୍ତି। ଯାତ୍ରାର ୯୦ ମିନିଟ ଆଗରୁ ଷ୍ଟେଶନରେ ପହଞ୍ଚିବାକୁ କୁହାଯାଇଛି। ଯେଉଁ ଯାତ୍ରୀ ସଂରକ୍ଷିତ ଟିକେଟ ରଖିଛନ୍ତି ସେମାନଙ୍କୁ ଷ୍ଟେଶନ ପରିସରକୁ ଛଡ଼ାଯାଉଛି। କୋଭିଡ୍‌ର କୌଣସି ଲକ୍ଷଣ ନ ଥିବା ଯାତ୍ରୀଙ୍କୁ ଯାତ୍ରା ପାଇଁ ବୋର୍ଡରେ ଅନୁମତି ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୦୫୦ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ୫୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri