ଆଜିଠୁ ୧୮ ନଂ. ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): ଯାତ୍ରୀଙ୍କ ଦାବିକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି ମୋ ବସ୍‌ ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। କରୋନା ସମୟରେ ମଧ୍ୟ ଏହାକୁ ପ୍ରାଥମିକତା ଦେଇ କଟକ, ଖୋର୍ଦ୍ଧା ଓ ଭୁବନେଶ୍ୱରର ୭ଟି ରୁଟ୍‌ରେ ମୋ ବସ୍‌ ଚଳପ୍ରଚଳ କରୁଛି। ରୁଟ୍‌ ନଂ.୧୦ରେ ମୋ ବସ୍‌ଟି ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଏଜି ଛକ ପରେ ନନ୍ଦନକାନନ ଦେଇ କଟକ ସିଡିଏ ପର୍ଯ୍ୟନ୍ତ ଯାତାୟାତ କରେ। ବର୍ତ୍ତମାନ ଯାତ୍ରୀଙ୍କ ଦାବି ଅନୁଯାୟୀ ଉକ୍ତ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ କରି ରୁଟ୍‌ ନଂ.୧୮ରେ ମୋ ବସ୍‌ ଚାଲିବ। ଏହି ରୁଟ୍‌ରେ ମୋ ବସ୍‌ଟି ବରମୁଣ୍ଡାରୁ ବାହାରି ଜଗତପୁର ଗସ୍ତ କରିବ। ସକାଳ ୭ରୁ ରାତି ୭ ଯାଏ ଏହି ରୁଟ୍‌ରେ ମୋ ବସ୍‌ ସେବା ଉପଲବ୍ଧ ହେବ ବୋଲି କ୍ରୁଟ୍‌ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri