ଆଜି ଅକ୍ଷୟ ତୃତୀୟା: ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କୃଷି କାର୍ଯ୍ୟରେ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀ ବିଶେଷକରି ଆମ ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଉଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀ ନିୟମ କଡ଼ାକଡ଼ି ପାଳନ କରିବା ସହ କୃଷି କାର୍ଯ୍ୟ ସମୟରେ ସାମାଜିକ ଦୂରତା ବଜାୟ ରଖନ୍ତୁ। ଆଶା କରୁଛି, ଚଳିତ ବର୍ଷ ଚାଷୀ ଭାଇଭଉଣୀଙ୍କ ପାଇଁ ସମୃଦ୍ଧିର ବର୍ଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri