କଣିହାଁ,୧୫।୯(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍ରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରବିବାର ପୂର୍ବାହ୍ନ ୯ଟାରେ ଗୋଟିଏ ଗେଟ ଖୋଲାଯିବ ବୋଲି ଡ୍ୟାମ୍ ନିର୍ବାହୀ ଅଧିକାରୀ ଅଜିତ କୁମାର ଜେନା ଗଣମାଧ୍ୟମକୁ ଜଣାଇଛନ୍ତି। ଜେନା କହିଛନ୍ତି, ଶନିବାର ରାତି ୯ଟା ସୁଦ୍ଧା ନଦୀ ବନ୍ଧକୁ ୧୪୪୪.୭୮ ଘନ ମିଟର ଜଳ ପ୍ରବେଶ କରୁଛି। ବିଦ୍ୟୁତ୍ ଉତ୍ପାଦନକୁ ନେଇ ପ୍ରତି ସେକେଣ୍ଡରେ ପାଓ୍ବାର ହାଉସରୁ ୫୩୩.୬୦ ଘନ ମିଟର ଜଳ ନିଷ୍କାସନ ହେଉଛି। ଡ୍ୟାମ୍ର ଜଳଧାରଣା କ୍ଷମତା ୧୨୩.୫୦ ମିଟର ଥିବାବେଳେ ଜଳସ୍ତର ୧୨୩.୧୬ ମିଟରରେ ପହଞ୍ଚିଛି। ତେଣୁ ୨ୟ ଥର ପାଇଁ ୭ନଂ. ଗେଟ ରବିବାର ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯିବ। ଗତ ୮ ତାରିଖରେ ଗୋଟିଏ ଗେଟ୍ ଖୋଲାଯାଇଥିଲା।
ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା
ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…
ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ
ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…
ବିଲକୁ ଯାଇଥିଲେ ୨ ଭାଇ, ହଠାତ୍ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…
ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…
ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….
ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…
ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ
ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…
ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା
ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…
ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ
ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…
ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ
ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…
Archives

