ଆଜି ଖୋଲିବ ରେଙ୍ଗାଳି ଗେଟ

କଣିହାଁ,୧।୧୦(ଡି.ଏନ.ଏ)

ଅନୁଗୋଳ ଜିଲା କଣିହାଁସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଳି ଡ୍ୟାମରେ ଜଳସ୍ତର ବିପଦ ସଙ୍କେତ ଊର୍ଦ୍ଧ୍ୱରେ ରହିଛି। ଏ ନେଇ ମଙ୍ଗଳବାର ଅକ୍ଟୋବର ମାସର ପ୍ରଥମ ଦିନରେ ବନ୍ୟାଜଳ ନିଷ୍କାସନ ପାଇଁ ଗେଟ୍‌ ଖୋଲିବ ବୋଲି ନଦୀ ବନ୍ଧ ତଳମୁଣ୍ଡରେ ଥିବା ଗ୍ରାମବାସୀଙ୍କୁ ସଚେତନ କରାଯାଇଛି।
ଡ୍ୟାମ ଅବବାହିକା ନିର୍ବାହୀ ଯନ୍ତ୍ରୀ ଅଜିତ୍‌ କୁମାର ଜେନା କହିଛନ୍ତି, ଡ୍ୟାମର ସର୍ବୋଚ୍ଚ ଜଳ ଧାରଣା କ୍ଷମତା ୧୨୫.୪୦ ମିଟର ହୋଇଥିବାବେଳେ ବିପଦ ସଙ୍କେତ ସ୍ତର ୧୧୩.୫୦ ମିଟର ଧାର୍ଯ୍ୟ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ଖବରଲେଖା ପର୍ଯ୍ୟନ୍ତ ପ୍ରତି ସେକେଣ୍ଡରେ ଶାଖା ନଦୀରୁ ୩୦୨୭ ଘନ ମିଟରରୁ ଅଧିକ ଜଳ ଡ୍ୟାମରେ ପ୍ରବେଶ କରୁଛି। ବିଦ୍ୟୁତ୍‌ ଉତ୍ପାଦନକୁ ନେଇ ମାତ୍ର ୫୨୭ ଘନ ମିଟର ଜଳ ପାଓ୍ବାର ହାଉସରୁ ନିଷ୍କାସନ ହେଉଛି। ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଁ ବିପଦସଙ୍କୁଳ ଟପିଥିବାବେଳେ ୧୨୩.୭୧ ମିଟର ରହିଛି। ୩ୟ ଥର ପାଇଁ ମଙ୍ଗଳବାର ସକାଳ ୯ଟା ସୁଦ୍ଧା ଗୋଟିଏ ଗେଟ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି…

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri