ଆଜି ଗର୍ଭଗୃହ ଯାଞ୍ଚ କରିବେ ବିଶେଷଜ୍ଞ

ପୁରୀ ଅଫିସ,୬ା୭: ଘୋଷଯାତ୍ରାରେ ଯାଇ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବ। ଗର୍ଭଗୃହର ପ୍ରଥମ ଓ ଦ୍ୱିତୀୟ ମହଲା ଯାଞ୍ଚ ଲାଗି ଶୁକ୍ରବାର ଭାରା ବନ୍ଧା କାମ ସରିଛି। ଯାଞ୍ଚ କରିବାକୁ ଥିବା କମିଟି ମଧ୍ୟରେ ରୁର୍‌କିସ୍ଥିତ ସେଣ୍ଟ୍ରାଲ ମାଇନିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ(ସିବିଆର୍‌ଆଇ)ର ବିଶେଷଜ୍ଞମାନେ ସାମିଲ ଅଛନ୍ତି। ଶନିବାର ପୂର୍ବାହ୍ନ ୧୦ଟାରେ ଏହି ଯାଞ୍ଚ ହେବ। ସିବିଆର୍‌ଆଇର ବିଶେଷଜ୍ଞ ଅଞ୍ଚଲ ମିତ୍ତଲ, ଏଏସ୍‌ଆଇର ଅଧୀକ୍ଷଣ ଯନ୍ତ୍ରୀ (ଦିଲ୍ଲୀ) ଅତୁଲ କୁଲକର୍ଣ୍ଣିଙ୍କ ସମେତ ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର୍‌ କମିଟି, ଶ୍ରୀମନ୍ଦିର ଅଧିକାରୀ ଓ ଇଞ୍ଜିନିୟର, ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଅନୁଧ୍ୟାନ କରିବେ। ଜଗମୋହନ ପୋର୍ଟାଲ ଫ୍ରେମ୍‌ରେ ଲାଗିଥିବା ଲୋଡ୍‌ସେଲ, ନାଟମଣ୍ଡପ ବିମ୍‌ରେ ଲାଗିଥିବା ସେନ୍‌ସର ସ୍ଥିତି ପରଖିବେ। ଏତଦ୍‌ବ୍ୟତୀତ ଗର୍ଭଗୃହ ବାୟୁ ସଞ୍ଚାଳନ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରାଯିବ। ଭୋଗ ମଣ୍ଡପ ଚଟାଣ ଓ ରୋଷଘର କାମ ମଧ୍ୟ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri