ଆଜି ଛାଡ଼ଖାଇ: ଆମିଷ ବଜାରରେ ପ୍ରବଳ ଭିଡ

ଭୁବନେଶ୍ୱର,୧୩।୧୧: ଆଜି ରାଜ୍ୟରେ ଛାଡଖାଇ ପାଳନ କରାଯାଉଛି। ଗତ ଏକ ମାସ ହେବ ନିରାମିଷ ଭୋଜନ କରିଥିବା ଲୋକେ ଆଜି ଆମିଷ ଖାଇବେ। ଏନେଇ ଆମିଷ ବଜାରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଆଜି ବୁଧବାର ଥିବାରୁ ଭୋରରୁ ମାାଛ, ମାଂସ ଦୋକାନରେ ଲମ୍ବା ଲାଇନ୍‌ ଲାଗିଛି। ଆଉ ଗ୍ରାହକଙ୍କ ଉତ୍ସାହକୁ ଦେଖି ଆମିଷ ବଜାରରେ ମଧ୍ୟ ବିଭିନ୍ନ ଭେରାଇଟ୍‌ର ମାଛ ମିଳୁଛି। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ମାକେର୍ଟରେ ଆମିଷର ଚାହିଦା ଦେଖି ଦର ବି କିଛିଟା ଅଧିକ ରହିଛି। ଭୁବନେଶ୍ୱରର ୟୁନିଟ ୪ ମାଛ ବଜାର, ଡମଣା, ଚନ୍ଦ୍ରଶେଖରପୁର, ରସୁଲଗଡ ଭଳି ବିଭିନ୍ନ ବଜାରରେ ମାଛ କିଣିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ସେହିପରି କଟକ, ବ୍ରହ୍ମପୁର, ବାଲେଶ୍ୱର, ସମ୍ବଲପୁର, ରାଉରକେଲା, ଜୟପୁର ଭଳି ସହରରେ ଆମିଷ ମାର୍କେଟରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri