ଆଜି ଛାତ୍ରୀଛାତ୍ରଙ୍କ ସହ ସୁପର-୩୦ ଦେଖିବେ ଆନନ୍ଦ କୁମାର

ଭୁବନେଶ୍ୱର, ୨୧-୭: ସୁପର-୩୦ର ପ୍ରତିଷ୍ଠାତା ଆନନ୍ଦ କୁମାର ରାଜ୍ୟର ଛାତ୍ରୀଛାତ୍ରଙ୍କ ସହ ଏହି ଚଳଚ୍ଚିତ୍ରକୁ ଦେଖିବେ। ଆଦ୍ୟାନ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ପ୍ରତିଷ୍ଠାତା, ଆକାଶ ଭୁବନେଶ୍ୱର ସେଣ୍ଟରର ନିର୍ଦ୍ଦେଶକ ତଥା ଜିନ୍ଦେଗୀ ଫାଉଣ୍ଡେଶନର ଅଧ୍ୟକ୍ଷ ଅଜୟ ବାହାଦୁର ସିଂ ସୁପର-୩୦ ଚଳଚ୍ଚିତ୍ର ପ୍ରଦର୍ଶନ ନେଇ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିରେ ଆନନ୍ଦ କୁମାରଙ୍କ ଭାଇ ପ୍ରଣବ କୁମାର ମଧ୍ୟ ଉପସ୍ଥିତ ରହିବେ। ଚଳଚ୍ଚିତ୍ରଟି ଆନନ୍ଦ କୁମାରଙ୍କ ସୁପର-୩୦ ପ୍ରତିଷ୍ଠାନ ସହ ଜଡିତ। ଆନନ୍ଦ କୁମାରଙ୍କ ଭୂମିକାରେ ହ୍ରିତିକ ରୋଶନ ଅଭିନୟ କରିଛନ୍ତି। ସିନେମାଟି ୭୦ କୋଟି ବ୍ୟବସାୟ କରି ସାରିଛି। ସୁପର-୩୦ ଦ୍ୱାରା ଅନୁପ୍ରାଣିତ ହୋଇ ଓଡିଶାରେ ଗରିବ ମେଧାବୀଙ୍କ ଲାଗି ଜିନ୍ଦେଗୀ ଫାଉଣ୍ଡେଶନ ପ୍ରତିଷ୍ଠା କରିଥିବା ଏ.ବି.ସିଂ କହିଛନ୍ତି। ଏହା ଦ୍ୱାରା ଗରିବ ମେଧାବୀଙ୍କୁ ମାଗଣାରେ ରହିବା ,ଖାଇବା ବ୍ୟବସ୍ଥା ସହ ମେଡିକାଲ କୋଚିଂ ପ୍ରଦାନ କରାଯାଉଥିବା ସିଂ ସୂଚନା ଦେଇଛନ୍ତି। ଆନନ୍ଦ କୁମାର ଏହି ଚଳଚ୍ଚିତ୍ର ଶିକ୍ଷକତାକୁ ନିଜର କ୍ୟାରିୟର କରିବାରେ ଅନୁପ୍ରାଣିତ କରିବ। ଏହି ଚଳଚ୍ଚିତ୍ରର ବିଶେଷ ଆୟୋଜନ ସରକାରୀ ଶିକ୍ଷକ,ଶିକ୍ଷୟିତ୍ରୀ,ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ଆକାଶ ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri