ଆଜି ଜାଗର: ଚଳଚଞ୍ଚଳ କପିଳାସ

ଢେଙ୍କାନାଳ ଅଫିସ, ୨୧।୨ – ପ୍ରସିଦ୍ଧ ମହାଶିବରାତ୍ରି ଏବଂ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ଗୁରୁବାରଠାରୁ କପିଳାସକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି। ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ ସାରିବାକୁ ପ୍ରଶାସନ ଏବଂ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମାଜିଷ୍ଟ୍ରେଟ, ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି।
ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ଶୁକ୍ରବାର ରାତ୍ରକାଳୀନ ଷୋଡ଼ଶ ଉପଚାର ଜାଗର ପୂଜା ପାଇଁ ରାଜପୁରୋଧା ପଞ୍ଚାନନ ମିଶ୍ରଙ୍କ ଦ୍ୱାରା କାର୍ଯ୍ୟ ନିର୍ଘଣ୍ଟ ସ୍ଥିରୀକୃତ ହୋଇଛି। ଭୋର୍‌
୩ଟାରୁ ୩ଟା ୫୦ ମଧ୍ୟରେ ଠାକୁରଙ୍କ ମହାସ୍ନାନ ସହିତ ନାଗାଭରଣ ବେଶ ଅନୁଷ୍ଠିତ ହେବ। ୪ଟା ୨୦ରେ ବେଢ଼ା ପରିକ୍ରମା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri