ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା ଦେଖିବାକୁ ମିଳିଛି। ରବିବାର ସକାଳୁ ସିଂହଦ୍ୱାର ସମ୍ମୁଖରେ ବଡ଼ବଡ଼ୁଆଙ୍କୁ ଡକାଯାଉଛି। ପବିତ୍ର ମହାଳୟା ଅବସରରେ ପିତୃପୁରୁଷଙ୍କୁ ଆବାହନ କରାଯାଇଥିଲା। ଏହା ଏକ ସାମୁହିକ ଶ୍ରାଦ୍ଧ ଉତ୍ସବ ହୋଇଥିବାରୁ ଶ୍ରୀମନ୍ଦିର ସମ୍ମୁଖରେ ଶ୍ରଦ୍ଧାଳୁମାନେ ନିଜ ନିଜ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇଛନ୍ତି। ଭକ୍ତଙ୍କ ପ୍ରବଳ ସମାଗମ ନେଇ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ୫ ପ୍ଲାଟୁନ୍‌ ପୋଲିସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri