ଆଜି ପହଞ୍ଚିବ କଳ୍ପନାଙ୍କ ମରଶରୀର: କଳିଙ୍ଗ ଷ୍ଟାଡିୟମ୍‌ରେ ଏକ ଘଣ୍ଟା ରହିବ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚତ୍ବ। ଶୁକ୍ରବାର ସନ୍ଧ୍ୟାରେ ଆସିବାର ଥିଲା, ହେଲେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚତ୍ଥିଲା। ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର ପଳାଇ ଆସିଥିଲା। ରବିବାର ସକାଳ ୭ଟାରେ ତାଙ୍କ ମରଶରୀର ଅନ୍ୟଏକ ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଜନସାଧାରଣ ଦେଖିବା ପାଇଁ ତାଙ୍କ ମରଶରୀରକୁ ସକାଳ ୯ଟା ୪୫ରୁ ୧୦ଟା ୪୫ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମ୍‌ରେ ରଖାଯିବ ବୋଲି ଶନିବାର ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବାବେଳେ ଗତ ୨୩ ତାରିଖରେ ଅଧା ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିଲା। ଶୁକ୍ରବାର କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri