ଆଜି ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅପରାହ୍ନରେ ବଜେଟ୍‌ ଉପସ୍ଥାପନ କରିବେ। ଆସନ୍ତା ବଜେଟ୍‌ ୧.୫ ଲକ୍ଷ କୋଟି ଟଙ୍କା ରହିବ। ଗତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ରାଜ୍ୟ ସରକାର ଗତ ବଜେଟ୍‌ ତୁଳନାରେ ୧୪ରୁ ୧୫ ପ୍ରତିଶତ ବୃଦ୍ଧି କରିଥିବା କୁହାଯାଉଛି। ବଜେଟ୍‌ରେ ପୁରୀ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିରର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ସ୍ବତନ୍ତ୍ର ବ୍ୟୟ ବରାଦ କରାଯାଇଛି। ତେବେ ପ୍ରସ୍ତାବିତ ବଜେଟ୍‌ରେ କୌଣସି ନୂଆ ଯୋଜନା ନ କରି ସରକାର ଚାଲୁ ରହିଥିବା ଯୋଜନାଗୁଡିକୁ ଅଧିକ ଫୋକସ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା: ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ ସବୁ ବନ୍ଦ, କଂଗ୍ରେସର ସମର୍ଥନ

ବାରିପଦା,୧୮।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ…

ଜର୍ମାନ ମେଡଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ…

ବରଗଡ଼ ଯାଉଥିବାବେଳେ ବସ୍‌ରେ ଟଳିପଡିଲେ ଯାତ୍ରୀ

ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା…

ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…

ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri