କଣିହାଁ,୪।୧୦(ଡି.ଏନ.ଏ.): କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମ୍ରୁ ୩ୟ ଥର ପାଇଁ ବନ୍ୟାଜଳ ନିଷ୍କାସନ ପାଇଁ ମଙ୍ଗଳବାର ପୂର୍ବାହ୍ନଠାରୁ ୮ ନଂ. ଗେଟ ଖୋଲାଯାଇଥିଲା। ଉକ୍ତ ଗେଟକୁ ଶୁକ୍ରବାର ବନ୍ଦ କରାଯିବ ବୋଲି ସୂଚନା ମିଳିଛି। ଡ୍ୟାମ୍ ଅବବାହିକା ନିର୍ବାହୀ ଯନ୍ତ୍ରୀ ଅଜିତ୍ କୁମାର ଜେନା କହିଛନ୍ତି, ଗୁରୁବାର ସାସୁଦ୍ଧା ଡ୍ୟାମ୍ର ଜଳସ୍ତର ୧୨୪ ମିଟର ତଳକୁ ରହିଛି। ଉପରେ ମୁଣ୍ଡରେ ବର୍ଷା ଅଭାବରୁ ୧୨୮୦ ଘନମିଟର ଜଳ ପ୍ରତି ସେକେଣ୍ଡରେ ପ୍ରବେଶ କରୁଥିବାବେଳେ ଡ୍ୟାମରୁ ୨୨୦୦ ଘମି ଜଳ ନିଷ୍କାସିତ ହେଉଛି। ଜଳସ୍ତର କମୁଥିବାରୁ ଶୁକ୍ରବାର ଖୋଲାଯାଇଥିବା ଗେଟ ବନ୍ଦ କରାଯିବ।
Posted inଅନୁଗୋଳ, ଆମ ଜିଲା ଖବର View All
ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…
ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ
ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…
ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ
ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…
ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ
ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…
ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…
ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…
ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…
ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…
Archives

