ଆଜି ବିଧାନସଭାରେ ପାଳନ ହେବ ୭୦ତମ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଭାରତର ୭୦ତମ ସମ୍ବିଧାନ ଦିବସ ମଙ୍ଗଳବାର ସାରା ଦେଶରେ ଅନୁଷ୍ଠିତ ହେବ। ସେହି ଅନୁଯାୟୀ ଏହି ଦିବସ ଓଡିଶା ବିଧାନସଭାରେ ମଧ୍ୟ ଅନୁଷ୍ଠିତ ହେବ। ଏହା ପାଳନ କରାଯିବା ଲାଗି ନୀତିଗତ ନିଷ୍ପତ୍ତି ନିଆଯାଇଛି। ଓଡିଶା ବିଧାନସଭାର କନ୍‌ଫରେନ୍ସିଂ ହଲ୍‌ରେ ଦିନ ୧୨ଟା ୧୫ରୁ ଏକ ଘଣ୍ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବାବେଳେ ଏଥିରେ ସମସ୍ତ ଦଳର ସଦସ୍ୟମାନଙ୍କୁ ଯୋଗଦେବା ଲାଗି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହରେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri