Posted inଖେଳ

ଆଜି ଭାରତୀୟ କ୍ରିକେଟର୍‌ ଏକ ସ୍ମରଣୀୟ ଦିନ: ଜାଣନ୍ତୁ କ’ଣ ହୋଇଥିଲା

କ୍ରିକେଟ ପ୍ରେମୀଙ୍କ ପାଇଁ ଆଜି ଏକ ବିଶେଷ ଦିନ। ୧୪ ବର୍ଷ ପୂର୍ବେ ଆଜି, ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଟେଷ୍ଟ କ୍ରିକେଟର୍‌ରେ ଇତିହାସ ରଚିଥିଲେ। ସେହ୍ବାଗ ମାର୍ଚ୍ଚ ୨୮, ୨୦୦୪ରେ ମୁଲତାନ ଟେଷ୍ଟରେ ପାକିସ୍ତାନୀ ବୋଲରଙ୍କୁ ପ୍ରହାର କରି ତ୍ରିଶତକ ମାରିଥିଲେ। ଟିମ ଇଣ୍ଡିଆ ତରଫରୁ ଟେଷ୍ଟ କ୍ରିକେଟରେ ଟ୍ରିପଲ ଶତକ ହାସଲ କରିଥିବା ବୀରେନ୍ଦ୍ର ସେହ୍ବାଗ ହେଉଛନ୍ତି ଭାରତର ପ୍ରଥମ ଟେଷ୍ଟ କ୍ରିକେଟର। ଦୀର୍ଘ ବର୍ଷର ବ୍ୟବହଧାନ ପରେ ଭାରତୀୟ ଦଳ ୨୦୦୪ରେ ପାକିସ୍ତାନ ଗସ୍ତରେ ଯାଇଥିଲା। ଭାରତ ଏବଂ ପାକିସ୍ତାନ ମଧ୍ୟରେ ପ୍ରସ୍ତାବିତ ତିନି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ମୁଲତାନରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଟିମ ଇଣ୍ଡିଆ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଇନିଂସ କରୁଥିବା ବୀରେନ୍ଦ୍ର ସେହ୍ବାଗ ଏବଂ ଆକାଶ ଚୋପ୍ରା ଜୋରଦାର ବ୍ୟାଟିଂ କରିଥିଲେ। ଏହି ଦୁଇ ଖେଳାଳି ପ୍ରଥମ ଉଇକେଟ ପାଇଁ ୧୬୦ ରନ ଭାଗିଦାରୀ କରିଥିଲେ। ଆକାଶ ଚୋପ୍ରା ୪୨ ରନ ସ୍କୋର କରି ସାକଲେନ ମୁସ୍ତାକଙ୍କ ଶିକାର ହୋଇଥିଲେ। କିନ୍ତୁ ସେହ୍ବାଗ ତାଙ୍କ ଆକ୍ରମଣ ଜାରି ତ୍ରିଶତକ ପୂରଣ କରିଥିଲେ। ସେ ୩୦୯ ରନ କରି ଆଉଟ୍‌ ହୋଇଥିଲେ। ଏଥି ସହିତ ସେ ମ୍ୟାଚ୍‌ରେ ମାଷ୍ଟବ୍ଲାଷ୍ଟର ସଚିନ ତେନ୍ଦୁଲକର ୧୯୪ ରନରେ ଅପରାଜିତ ରହିଥିଲେ, ସେତେବେଳେ ଭାରତ ଇନିଂସ ଘୋଷଣା କରିଥିଲା। ଏହାପରଠାରୁ ସେହ୍ବାଗଙ୍କୁ ମୁଲତାନର ସୁଲତାନ ଆଖ୍ୟା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri