ହରାରେ,୨୦।୯: ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ରେ ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ ଏକପାଖିଆ ବିଜୟ ହାସଲ କରିଛି। ଏହି ମ୍ୟାଚକୁ ଭାରତୀୟ ଦଳ ୧୦ ଉଇକେଟରେ ଜିତି ନେଇଛି। ବର୍ତ୍ତମାନ ଟିମ ଇଣ୍ଡିଆ ଏହି ସିରିଜର ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦ୍ୱିତୀୟ ମ୍ୟାଚ ମଧ୍ୟ ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯିବ। ଏହି ମ୍ୟାଚ ଜିତିବା ସହିତ ଟିମ ଇଣ୍ଡିଆ ସିରିଜ ବିଜୟ ହାସଲ କରିବାକୁ ଚେଷ୍ଟା କରିବ। ଏଥି ସହିତ ଜିମ୍ବାୱେ ଦଳ ପାଇଁ ଏହା ‘କର ବା ମର’ ମ୍ୟାଚ୍ ହେବ।
ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ହରାରେର ସୁପର ସ୍ପୋର୍ଟସ କ୍ଲବ ଗ୍ରାଉଣ୍ଡରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ଦିନ ୧୨.୪୫ରୁ ଖେଳାଯିବ। ଏହି ସିରିଜ ସୋନି ସ୍ପୋର୍ଟସ ନେଟୱାର୍କରେ ବିଭିନ୍ନ ଭାଷାରେ ଦେଖିପାରିବେ। ମ୍ୟାଚ୍ର ଲାଇଭ ଷ୍ଟ୍ରିମିଂ ସୋନି ଲିଭ୍ ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚ ଡିଡି ସ୍ପୋର୍ଟସ ଚ୍ୟାନେଲରେ ପ୍ରସାରିତ ହେବ।
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…
ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍-ବାଂଲାଦେଶ
ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…
ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
କେଉଁ ବୋତଲରେ ପାଣି ପିଇବା ଉଚିତ୍: ଜାଣନ୍ତୁ କ’ଣ ରହିଛି…
ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍। ଘରୁ…
Archives

