ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଚଳିତ ମାସ ୧୩ ତାରିଖରେ ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ତେଣୁ ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟତଃ ବଜେଟର ରୂପରେଖ ନେଇ ଆଲୋଚନା ହେବ। ଅତିରିକ୍ତ ବଜେଟ ସମ୍ପର୍କିତ ପ୍ରସ୍ତାବକୁ ମନ୍ତ୍ରୀ ପରିଷଦ ବୈଠକରେ ଗୃହୀତ କରାଯିବ। ଏହା ବ୍ୟତୀତ ରାଜ୍ୟ ସ୍ବାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗରେ ପରିଷଦରେ ଆଲୋଚନା ହେବାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା

ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri