ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି ଜଣାପଡିଛି। ଗୁରୁବାର ରାଷ୍ଟ୍ରପତି ଭବନରେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ନବୀନ ଯୋଗ ଦେବେ। ସେହିଭଳି ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ। ଆବଶ୍ୟକ ହେଲେ ସେ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିପାରନ୍ତି ବୋଲି ଜଣାପଡିଛି। ଏହାର ଦିନକ ପରେ ଅର୍ଥାତ୍‌ ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri