ଆଜି ‘ମୋ ସରକାର’ରେ ସାମିଲ ହେବ ଆଉ ୩ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): ବୁଧବାର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ଶକ୍ତି ଏବଂ ଉଚ୍ଚଶିକ୍ଷା ବିଭାଗ ‘ମୋ ସରକାର’ରେ ସାମିଲ ହେବାର ଅଛି। ସେଦିନ ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୩ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଉପରୋକ୍ତ ୩ ବିଭାଗ ‘ମୋ ସରକାର’ରେ ସାମିଲ ହେବ। ଗତ ସୋମବାର ରାଜ୍ୟ ସରକାରଙ୍କ ୫ଟି ବିଭାଗକୁ ‘ମୋ ସରକାର’ରେ ସାମିଲ କରାଯାଇଥିବା ବେଳେ ଏ ପର୍ଯ୍ୟନ୍ତ ମୋଟ ୨୨ଟି ବିଭାଗ ସାମିଲ ହୋଇସାରିଛି। ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ସରକାରୀ କାର୍ଯ୍ୟକୁ ସଫଳ ରୂପାୟନ କରିବା ଏବଂ ସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

୧୯ରେ ସିଜିଏଲ୍‌ ପରୀକ୍ଷା: ଡାଉନ୍‌ଲୋଡ୍‌ ହେଉନି ଆଡ୍‌ମିଟ କାର୍ଡ, ଆଶାୟୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଭୁବନେଶ୍ୱର,୧୪।୪(ସୁଚିସ୍ମିତା ସାହୁ): ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ପରିଚାଳିତ କମ୍ବାଇନ୍‌ଡ ଗ୍ରାଜୁଏଟ୍‌ ଲେଭଲ (ସିଜିଏଲ) ପରୀକ୍ଷା ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ…

ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍‌ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ…

ପରପାରିରେ ଗଞ୍ଜାମର ପୂର୍ବତନ ସରପଞ୍ଚ, ହୃଦଘାତରେ ଚାଲିଗଲା ଜୀବନ

ଗଞ୍ଜାମ,୧୪।୪(ଅନାଥ ତରାଇ/ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ବରପଲ୍ଲୀ ଗ୍ରାମର ଜଣେ ଜନପ୍ରିୟ ରାଜନୈତିକ ବ୍ୟକ୍ତିତ୍ୱ ତଥା ପୂର୍ବତନ ସରପଞ୍ଚ ନରସିଂହ ପଲାଇ (୭୭)ଙ୍କର ଆଜି…

ଆଜି ମହାବିଷୁବ ସଂକ୍ରାନ୍ତି, ପଣା ପିଇ ନବବର୍ଷ ପାଳିବେ ଓଡ଼ିଆ

ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri