ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।

ସେପଟେ ହୋଲି ପାଇଁ ପୋଲିସ କମିଶନର ସତର୍କ କରାଇବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମଦୁଆଙ୍କୁ ଧରିବା ପାଇଁ ୮୫ଟି ସ୍ଥାନରେ ବ୍ଲକିଂ ଓ ଚେକିଂକୁ ଜୋର୍‌ଦାର କରାଯାଇଛି।ନିଶାସକ୍ତ ଅବସ୍ଥାରେ ନଦୀ, ପୋଖରୀରେ ଗାଧାନ୍ତୁ ନାହିଁ ବୋଲି ପୋଲିସ କମିଶନର ତାଗିଦ୍‌ କରିଛନ୍ତି। ୧୦ଟି ଗାଧୁଆ ତୁଠ ଓ ନଦୀ ପଠାରେ ଅଗ୍ନିଶମ, ଓଡ୍ରାଫ ଟିମ ମୁତୟନ ହୋଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ,…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri