ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୬୯୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି କଟକରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୦ ଏବଂ ଯାଜପୁରରୁ ୧୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୮୯, ବାଲେଶ୍ୱର ୮୩, ବରଗଡ଼ ୧୭, ଭଦ୍ରକ ୭୭, ବଲାଙ୍ଗୀର ୧, ବୌଦ୍ଧ ୫, ଦେବଗଡ଼ ୧, ଢେଙ୍କାନାଳ ୫୪, ଗଜପତି ୫, ଗଞ୍ଜାମ ୧୧, ଜଗତସିଂହପୁର ୧୧୨, ଝାରସୁଗୁଡ଼ା ୯, କଳାହାଣ୍ଡି ୧୧, କନ୍ଧମାଳ ୧୫, କେନ୍ଦ୍ରାପଡ଼ା ୫୦, କେନ୍ଦୁଝର ୨୧, କୋରାପୁଟ ୬, ମାଲକାନଗିରି ୩୫, ମୟୂରଭଞ୍ଜ ୭୭, ନବରଙ୍ଗପୁର ୧୨, ନୟାଗଡ଼ ୭୩, ନୂଆପଡ଼ା ୭, ପୁରୀ ୬୭, ରାୟଗଡ଼ା ୨୧, ସମ୍ବଲପୁର ୨୪, ସୋନପୁରରୁ ୧୦ ଏବଂ ସୁନ୍ଦରଗଡ଼ରୁ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୫୫,୯୭୪ରେ ପହଞ୍ଚିଥିବା ବେଳେ ୯,୩୦,୪୧୮ଜଣ ସୁସ୍ଥ ହୋଇଛନ୍ତି। ୨୦,୩୮୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri