ଆଜି ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟରର ୧୧୯, ଲୋକାଲ କେସ୍‌ ୧୦

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ରାଜ୍ୟରେ ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ ୧୯ ଜିଲାର ଥିବା ବେଳେ କେନ୍ଦ୍ରାପଡ଼ାରୁ ସର୍ବାଧିକ ଆକ୍ରାନ୍ତ ଅଛନ୍ତି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି।

ପ୍ରକାଶ ଯେ, ସେଥିରୁ ୧୧୯ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୦ଜଣ ସାଧାରଣ ଜନତା। ସେହିଭଳି ଏବେ ମୋଟ ଆକ୍ଟିଭ୍‌ କେସ୍‌ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri