ଆଜି ରାଜ୍ୟରେ ୨୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ରବିବାର ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୬୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୬୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ୱରରୁ ୫ ,ବରଗଡ଼ରୁ ୧୦, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୩, କଟକରୁ ୧୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୬, ନୂଆପଡ଼ାରୁ ୭, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬, ସୁବର୍ଣ୍ଣପୁରରୁ ୬, ସୁନ୍ଦରଗଡ଼ରୁ ୫୭ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri