ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୭।୨(ବ୍ୟୁରୋ): ରବିବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୯ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦ ଏବଂ ଝାରସୁଗୁଡ଼ାରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୫, ବରଗଡ଼ ୪, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୫, ଦେବଗଡ଼ ୧, ଗଜପତି ୨, ଗଞ୍ଜାମ ୪,ଯାଜପୁର ୩, କଳାହାଣ୍ଡି ୩, ଖୋର୍ଦ୍ଧା ୧, ମୟୂରଭଞ୍ଜ ୪, ନବରଙ୍ଗପୁର ୪, ପୁରୀ ୩ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୬୨୦ରେ ପହଞ୍ଚିଥିବା ବେଳେ ୩,୩୨,୮୪୨ ଜଣ ସୁସ୍ଥ ହୋଇଛନ୍ତି। ୮୧୬ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri