ଆଜି ସଙ୍ଗୀତ ପରିବେଷଣ କରିବେ କେକେ

କଟକ ଅଫିସ,୧୯ା୧୧ ବଲିଉଡ୍‌ର ଆଗଧାଡ଼ିର କଣ୍ଠଶିଳ୍ପୀ କ୍ରୀଷ୍ଣାକୁମାର କୁନାଥ(କେକେ) ବାଲିଯାତ୍ରାର ଗଣକବି ବୈଷ୍ଣବ ପାଣି ମଞ୍ଚରେ ମଙ୍ଗଳବାର ଦେଖିବାକୁ ମିଳିବେ। ସୋମବାର ସ୍ଥାନୀୟ ଅଞ୍ଚଳରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କେକେ ବାଲିଯାତ୍ରାରେ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଅଧିକମାତ୍ରାରେ ଉତ୍ସୁକ ଥିବା କହିଛନ୍ତି। କଟକକୁ ପ୍ରବେଶ କରିବା ବେଳରୁ ହିଁ ଭଲ ଲାଗୁଛି। ବାଲିଯାତ୍ରା ସମ୍ପର୍କରେ ଆଗରୁ ବହୁତ ଶୁଣିଛି। ଏହା ଦେଶର ଏକ ପ୍ରମୁଖ ବାଣିଜ୍ୟ ମେଳା ଭାବେ ପରିଚୟ ପାଇଛି। ପ୍ରଥମଥର ନିମନ୍ତେ ଏଠାରେ ଗୀତ ଗାଇବାର ସୁଯୋଗ ପାଇଛି ବୋଲି କେକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri