ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ରଥ ଉପରେ ଅନୁଷ୍ଠିତ ହେଉଥିବା ସୁନାବେଶକୁ ବଡ଼ ତଢ଼ାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଏହି ବେଶ ହୋଇ ଆସୁଛି। ଏହି ଅପୂର୍ବ ବେଶ ଲାଗି ଶ୍ରୀମନ୍ଦିର ଭଣ୍ଡାର ଘରୁ ବାହାରିବ ସୁନା ଓ ରୁପା ଅଳଙ୍କାର। ଠାକୁରମାନେ ରତ୍ନଅଳଙ୍କାର ଧାରଣ କରି ଭକ୍ତଙ୍କୁ ଦର୍ଶନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?