ଆଜି ୫ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ରାଜ୍ୟର ଅନେକ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗୀର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଉକ୍ତ ଜିଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼ ଆଦି ୫ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri