ଆଜ୍‌ମା ରୋଗୀଙ୍କ ପାଇଁ ଉପକାରୀ କନ୍ଦମୂଳ

କନ୍ଦମୂଳରେ ଫାଇବର୍‌, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ଏବଂ ଅନେକ ପୋଷକ ତତ୍ତ୍ୱ ଥାଏ, ଯାହା ଶରୀରକୁ ଗମ୍ଭୀର ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରେ। ନାକ, ଶ୍ୱାସନଳୀ ଏବଂ ଫୁସ୍‌ଫୁସ୍‌ରେ କଫ ଜମିବା ଫଳରେ ଆଜ୍‌ମା ରୋଗୀଙ୍କୁ ଅନେକ ଯନ୍ତ୍ରଣାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏଭଳି ପରିସ୍ଥିତିରେ ଦୈନନ୍ଦିନ ଗୋଟିଏ କନ୍ଦମୂଳ ସିଝାଇ ଖାଇବା ଦ୍ୱାରା ସମସ୍ୟା ଦୂର ହୋଇଥାଏ ଏବଂ ଆଜ୍‌ମା ରୋଗୀଙ୍କୁ ଆରାମ ମିଳିଥାଏ। କନ୍ଦମୂଳରେ ପ୍ରଚୁର ମାତ୍ରାରେ ଆଇରନ୍‌ ଥାଏ, ଯାହା ନା କେବଳ ଶରୀରକୁ ଶକ୍ତି ଯୋଗାଏ ବରଂ ବ୍ଲଡ୍‌ ସେଲ୍‌ ନିର୍ମାଣରେ ବି ସାହାଯ୍ୟ କରେ। ଏହାର ସେବନ ଦ୍ୱାରା ଶରୀରରେ ଆଇରନ୍‌ ଅଭାବ ଦୂର ହୋଇଥାଏ। ଦୈନନ୍ଦିନ ଗୋଟିଏ କନ୍ଦମୂଳ ସେବନ ଦ୍ୱାରା ହୃଦ୍‌ଜନିତ ବିଭିନ୍ନ ସମସ୍ୟାରୁ ଉପଶମ ମିଳିଥାଏ। କାରଣ ଏଥିରେ ଥିବା କପର୍‌, ଭିଟାମିନ୍‌ ବି ୬ କୋଲେଷ୍ଟୋରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖିଥାଏ। ଯାହା ଦ୍ୱାରା ହୃତ୍‌ପିଣ୍ଡଜନିତ ବିଭିନ୍ନ ସମସ୍ୟା ନିମିଷକେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri