ଭୁବନେଶ୍ୱର,୨୦ା୨(ବ୍ୟୁରୋ): ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ ପ୍ରଥମଥର ବିଧାୟକ ହୋଇଛନ୍ତି। ଯେତେବେଳେ ବିଧାନସଭାର ଅଧିବେଶନରେ ଯୋଗ ଦେବାକୁ ଆସୁଛନ୍ତି ବିଧାୟକଙ୍କ ଅଟେଣ୍ଡାନ୍ସ ଖାତାରେ ରହିଛି ପୂର୍ବତନ ବିଧାୟକଙ୍କ ନାମ। ଥରେ ନୁହେଁ କି ଦୁଇ ଥର ନୁହେଁ ୩ ଥର ଏଭଳି ଅଜବ ଅବସ୍ଥା ଦେଖି ସେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ଶୂନ୍ୟକାଳରେ ସେ ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ ବିଧାନସଭା ଅଧିବେଶନ ବେଳେ ଯେତେବେଳେ ଉପସ୍ଥାନ ଖାତାରେ ଦସ୍ତଖତ କରିବାକୁ ଯାଉଛି ସେତେବେଳେ ସେଠାରେ ପୂର୍ବତନ ବିଧାୟକଙ୍କ ନାମ ଲେଖା ହୋଇଛି। ଏହା ବିଧାୟକଙ୍କ ପ୍ରତି ଅପମାନ ନୁହେଁ କି ବୋଲି ସେ ପ୍ରଶ୍ନ କରିଥିଲେ। ବାରମ୍ବାର ଏଭଳି କରାଯାଉଛି ବୋଲି ସେ ଅଭିଯୋଗ ଆଣିଥିଲେ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆଶ୍ୱାସନା ଦେଇ କହିଥିଲେ ଯେ ଆଉ ସେ ଭୁଲ ହେବ ନାହିଁ। ବିଧାନସଭା ସଚିବଙ୍କୁ ଏ ନେଇ ନିର୍ଦ୍ଦେଶ ଦେବି ବୋଲି କହିଥିଲେ।
ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍! ଖାତା ନ ଥିଲେ…
ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…
ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!
ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…
ଭୁବନେଶ୍ୱର,୫ା୪(ସୁନିତ୍ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…
ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ
ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…
ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍ ହାଉସ୍…
ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…
ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….
ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…
Archives

