ଆଠମଲ୍ଲିକରେ ରମେଶ ସାଏ ୧୧୬୫୭ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୧୦ ରାଉଣ୍ଡ ଶେଷସୁଦ୍ଧା ୧୧୬୫୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୨୩୦୫୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୧୧୩୯୭ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୮୦୨୬ଭୋଟ ପାଇଛନ୍ତି।