ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୭୯୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୨୪୪୬ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri