ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୭୯୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୨୪୪୬ ଭୋଟ ପାଇଛନ୍ତି।