Posted inଖେଳ

ଆଡଭାନୀଙ୍କୁ ୧୦ମ ଜାତୀୟ ବିଲିୟାର୍ଡ୍ସ ଟାଇଟଲ

ପୁଣେ, ୨୯ା୧ (ପି.ଟି.)-ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡ୍‌ଭାନୀ ୧୦ମ ଥର ପାଇଁ ଜାତୀୟ ସିନିୟର ବିିଲିୟାଡର୍‌ସ ଟାଇଟଲ ହାସଲ କରିଛନ୍ତି। ଏଠାରେ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ସେ ସୌରଭ କୋଠାରୀଙ୍କ ବିପକ୍ଷରେ ୫-୨ରେ ବିଜୟ ହାସଲ କରିଛନ୍ତି। ସିନିୟର କାଟେଗୋରିରେ ୧୦ମ ହୋଇଥିଲେ ମଧ୍ୟ ମୋଟ ଉପରେ ଏହା ହେଉଛି ତାଙ୍କର ୩୩ତମ ଟାଇଟଲ। ସେମିଫାଇନାଲରେ ଆଡଭାନୀ ଗୁଜରାଟର ଧ୍ୱଜ ହାରିଆଙ୍କୁ ୫-୦ରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri