ବନ୍ତ,୨୬।୬(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବାବାଜୀ ନାୟକଙ୍କ ୧ ଓ ଜଗବନ୍ଧୁ ନାୟକଙ୍କ ୧ ବଖରା ଘର ସହିତ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଆଗରପଡା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏଯାବତ୍ ଅସ୍ପଷ୍ଟ ରହିଛି।
ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍ଖଡ଼ି
ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…
Archives

