Posted inଖେଳ

ଆଡିଲେଡ୍‌ ଦିବାରାତ୍ର ଟେଷ୍ଟରେ ଖେଳିବେ ପୃଥ୍ବୀ, ରିଦ୍ଧିମାନ

ଆଡିଲେଡ୍‌, ୧୬ା୧୨- ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଖେଳାଯିବାକୁ ଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ଲାଗି ବିସିସିଆଇ ଚୂଡ଼ାନ୍ତ ଭାରତୀୟ ଦଳ ଘୋଷଣା କରିଛି। ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟେଷ୍ଟ ମ୍ୟାଚ୍‌ ନିମନ୍ତେ ଘୋଷିତ ଭାରତୀୟ ଦଳରେ ଓପନର ପୃଥ୍ବୀ ଶ, ରିଦ୍ଧିମାନ ଶାହା, ଉମେଶ ଯାଦବଙ୍କୁ ମିଳିଛି ସ୍ଥାନ।

ନିକଟରେ ଶେଷ ହୋଇଥିବା ଆଇପିଏଲରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ପୃଥ୍ବୀଙ୍କୁ ଦଳରେ ସ୍ଥାନ ମିଳିବା ସଭିଙ୍କୁ ଚକିତ କରିଛି। ଉଇକେଟ କିପିଂ ବିଭାଗରେ ରିଷଭ ପନ୍ତଙ୍କ ବଦଳରେ ଅଭିଜ୍ଞ ରିଦ୍ଧିମାନ ଶାହା ସୁଯୋଗ ପାଇଛନ୍ତି। ଦଳରେ ତୃତୀୟ ପେସର ଭାବେ ସ୍ଥାନ ହାସଲ କରିଛନ୍ତି ଉମେଶ । ଆଶା ଅନୁଯାୟୀ ସ୍ପିନ ବୋଲିଂ ବିଭାଗରେ ବରିଷ୍ଠ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ହିଁ ଯାଗା ମିଳିଛି।

ଆଡିଲେଡ୍‌ ଟେଷ୍ଟ ପାଇଁ ଘୋଷିତ ଭାରତୀୟ ଦଳ : ମୟଙ୍କ ଅଗ୍ରଓ୍ବାଲ, ପୃଥ୍ବୀ ଶ, ଚେତେଶ୍ୱର ପୂଜାରା, ଅଧିନାୟକ ବିରାଟ କୋହଲି, ଅଜିଙ୍କ୍ୟ ରାହାନେ, ହନୁମା ବିହାରି, ରିଦ୍ଧିମାନ ଶାହା, ରବିଚନ୍ଦ୍ରନ ଅଶ୍ୱିନ, ଉମେଶ ଯାଦବ, ମହମ୍ମଦ ଶାମି ଓ ଯଶପ୍ରୀତ ବୁମରା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri